The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ

Facebook
Twitter
LinkedIn

ବଲାଙ୍ଗୀର :ଭିଜିଲାନ୍ସ ଜାଲରେ ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ଼ । ବଲାଙ୍ଗୀର ଲୋୟର ସୁକତେଲ ପ୍ରୋଜେକ୍ଟର ଚିଫ କନଷ୍ଟ୍ରକସନ ଇଞ୍ଜିନିୟର ସୁନୀଲ ରାଉତଙ୍କ ଘର ସମେତ ଏକକାଳୀନ ୯ ଟି ସ୍ଥାନରେ ରେଡ଼ କରିଛି ଭିଜିଲାନ୍ସ। ଭୁବନେଶ୍ୱର ନୀଳାଦ୍ରି ବିହାରରେ ଥିବା ଘର, ନୟାପଲ୍ଲୀସ୍ଥିତ ଦୋମହଲା ଘର, ପୁରୀ ଭିଆଇପି ରୋଡ଼ ସ୍ଥିତ ଫ୍ଲାଟ, ଗ୍ରାଣ୍ଡ ରୋଡ଼ରେ ଥିବା ଫ୍ଲାଟ, କଟକ ଗୁରୁଡ଼ିଝାଟିଆରେ ଥିବା ପୈତୃକ ଘର, ଅନୁଗୁଳ କିଶନ ନଗରସ୍ଥିତ ସମ୍ପର୍କୀୟଙ୍କ ଘର, ନୟାପଲ୍ଲୀ ସ୍ଥିତ ସମ୍ପର୍କୀୟଙ୍କ ଘର, ବଲାଙ୍ଗୀର ଘର ଓ ଅଫିସ ଚାମ୍ବରରେ ଏକକାଳୀନ ରେଡ଼ ଚାଲିଛି । ସ୍ପେଶାଲ ଜଜ୍ ଭୁବନେଶ୍ୱରଙ୍କ ନିର୍ଦ୍ଦେଶ କ୍ରମେ ୨ ଅତିରିକ୍ତ ଏସପି ଙ୍କ ନେତୃତ୍ବରେ ୮ ଡ଼ିଏସପି, ୬ ଇନ୍ସପେକ୍ଟର, ୧୦ ଏଏସଆଇ ଓ ଅନ୍ୟାନ୍ୟ ଷ୍ଟାଫ ସକାଳୁ ଚଢ଼ାଉ ଜାରି ରଖିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login