The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର ଯାଏଁ ୨୭୦ ଜଣ ଗିରପ ହୋଇଛନ୍ତି । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଲିଖିତ ଉତ୍ତର । ୩୧ ସରକାରୀ ଅଧିକାରୀଙ୍କ ଉପରେ ଏକାଧିକ ଥର କାର୍ଯ୍ୟାନୁଷ୍ଠାନ ହୋଇଛି । ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି ୧୮୭ ସରକାରୀ କର୍ମଚାରୀ । ଦଣ୍ଡିତ ପରେ ଚାକିରିରୁ ବରଖାସ୍ତ ହୋଇଛନ୍ତି ୩୪ ସରକାରୀ କର୍ମଚାରୀ । ୬୫ ସରକାରୀ କର୍ମଚାରୀଙ୍କ ପେନସନ ବନ୍ଦ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login