The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଭିସୁଟରେ ୧୦୦ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

Facebook
Twitter
LinkedIn

ସମ୍ବଲପୁର : ବୁର୍ଲା ଭିସୁଟ୍ରେ ଶହେ ଜଣ ଛାତ୍ରଙ୍କ ଉପରେ କାର୍ୟ୍ୟାନୁଷ୍ଠାନ। ୧୦ ଏପ୍ରିଲରେ ଭିସୁଟ୍ର ଜଣେ ଛାତ୍ରୀ ଫିସରି ଅଞ୍ଚଳରେ ବୁଡ଼ି ମୃତ୍ୟୁବରଣ କରିବା ପରେ କାର୍ୟ୍ୟାନୁଷ୍ଠାନ ନେଇଛନ୍ତି ଭିସୁଟ୍ କର୍ତ୍ତୃପକ୍ଷ। ୫ ଜଣ ଛାତ୍ରୀଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ହୋଇଛି। କିଛି ଛାତ୍ରଙ୍କ ଗ୍ରେଡ୍ କମାଇ “ଏଫ୍” କରିବାକୁ ନିଷ୍ପତ୍ତି ହେବା ସହ ୫ ହଜାର ଟଙ୍କା ଫାଇନ୍ ହୋଇଛି। ୧୦ ଏପ୍ରିଲରେ ଭିସୁଟ୍ର ଜଣେ ଛାତ୍ରୀ ଫିସରି ଅଞ୍ଚଳରେ ବୁଡ଼ି ମୃତ୍ୟୁବରଣ କରିବା ପରେ କାର୍ୟ୍ୟାନୁଷ୍ଠାନ ନେଇଛନ୍ତି ଭିସୁଟ୍ କର୍ତ୍ତୃପକ୍ଷ। ୫ ଜଣ ଛାତ୍ରୀଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ହୋଇଛି। କିଛି ଛାତ୍ରଙ୍କ ଗ୍ରେଡ୍ କମାଇ “ଏଫ୍” କରିବାକୁ ନିଷ୍ପତ୍ତି ହେବା ସହ ୫ ହଜାର ଟଙ୍କା ଫାଇନ୍ ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login