The Ultimate Managed Hosting Platform
ADVERTISEMENT

ଭୀଷଣ ବାତ୍ୟାର ରୂପ ନେଲା ‘ବିପର୍ଯ୍ୟୟ’

Facebook
Twitter
LinkedIn

ମୁମ୍ବାଇ: ଚଳିତ ବର୍ଷ ଆରବ ସାଗରରେ ସୃଷ୍ଟି ହୋଇଥିବା ପ୍ରଥମ ବାତ୍ୟା ‘ବିପର୍ଯ୍ୟୟ’ ଆରବ ସାଗରରେ ଆହୁରି ଶକ୍ତିଶାଳୀ ହେଉଛି । ଆଗାମୀ ତିନିଦିନ ଭିତରେ ଏହା ଅତି ଭୀଷଣ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସମୁଦ୍ର ଭିତରେ ସ୍ଥଳଭାଗ ଆଡକୁ ବଢୁଛି ପ୍ରି-ମନସୁନ ବାତ୍ୟା। ପୂର୍ବ-ମଧ୍ୟ ଆରବସାଗରରେ ସୃଷ୍ଟ ବାତ୍ୟା ଉତ୍ତର-ପଶ୍ଚିମ ଆଡକୁ ମୁହାଁଉଛି ବୋଲି କହିଛି ଭାରତୀୟ ପାଣିପାଗ କେନ୍ଦ୍ର ।
ବିପର୍ୟ୍ୟୟ ଏବେ ଗୋଆ ଠାରୁ ୮୬୦ କିମି ଓ ମୁମ୍ବାଇଠାରୁ ୯୧୦ କିମି ଦୂରରେ ରହିଛି । କର୍ଣ୍ଣାଟକ, ଗୋଆ, ମହାରାଷ୍ଟ୍ର ଓ ଗୁଜରାଟ ଉପକୂଳରୁ ବାତ୍ୟା ଦୂରକୁ ଯାଉଥିଲେ ବି କିଛି ସ୍ଥାନରେ ଜୋରରେ ପବନ ବହିବା ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଆଇଏମଡି ପକ୍ଷରୁ ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login