The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱରରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱରରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର କରିବେ ଶୁଭାରମ୍ଭ । କଟକରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶୁଭାରମ୍ଭ କରିବେ ।ଆଜିଠୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ । କଟକ ବାଲିଯାତ୍ରା ପଡ଼ିଆରେ ଆୟୋଜିତ କାର୍ୟ୍ୟକ୍ରମରେ ଯୋଜନାର ଶୁଭାରମ୍ଭ କରିବେ ନଡ୍ଡା । ରାଜ୍ୟରେ ବର୍ତ୍ତମାନର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ସମନ୍ୱୟ ରଖି ଏବିପିଏମ୍-ଜେଏୱାଇ କାର୍ୟ୍ୟକାରୀ କରାଯିବ ।ଜାନୁଆରୀ ୧୩ରେ ଦିଲ୍ଲୀରେ ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ ଏବଂ ଓଡ଼ିଶା ରାଜ୍ୟ ସ୍ୱାସ୍ଥ୍ୟ ଏଜେନ୍ସି ମଧ୍ୟରେ ଏମଓୟୁ ସ୍ବାକ୍ଷର ହୋଇଥିଲା । ଏହି ଯୋଜନାରେ ହିତାଧିକାରୀ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ । ମହିଳାଙ୍କ ପାଇଁ ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ବ୍ୟବସ୍ଥା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login