ଭୁବନେଶ୍ୱର : ଭୁବନେଶ୍ୱରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦ । ମୋଦିଙ୍କୁ ସ୍ବାଗତ କରିବା ଲାଗି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରିଥିଲେ । ଏଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିଧାସଳଖ ଜନତା ମଇଦାନକୁ ଯାଇଛନ୍ତି । ସେଠାରେ ଉତ୍କର୍ଷ ଓଡିଶା- ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କନକ୍ଲେଭରେ ଦେଶ ବିଦେଶର ଜଣାଶୁଣା ଇଣ୍ଡଷ୍ଟ୍ରି ଟାଇକୁନ ଯୋଗ ଦେବେ । ଦୁଇଦିନିଆ କନକ୍ଲେଭରେ ବିଭିନ୍ନ ସେସନରେ ଅଲଗା ଅଲଗା ଶିଳ୍ପ କ୍ଷେତ୍ର ପାଇଁ ହେବ ଆଲୋଚନା । ଓଡ଼ିଶାରୁ କେତେ ଆସିବ ପୁଞ୍ଜି, କେତେ ପ୍ରତିଷ୍ଠା ହେବ ଶିଳ୍ପ ତାଉପରେ ଫୋକସ ରହିଛି । ଓଡିଶାର ପ୍ରତି ଜିଲାକୁ କିପରି ଶିଳ୍ପରେ ଆଗକୁ ନିଆଯିବ ତାହା ପ୍ରାଥମିକତା ରହିଛି । ଓଡ଼ିଶାରୁ ଶିଳ୍ପ ବିପ୍ଲବ ଆରମ୍ଭ ହେବ ବୋଲି ସେ କହିଛନ୍ତି । ପ୍ରତିଦିନ ୪ଟି ସେସନ ସହ ୧୬ଟି ରିଜିଓନାଲ ସେସନ ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିସନରେଟ ପୋଲିସ ।
ଭୁବନେଶ୍ୱରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି, ମେକ ଇନ୍ ଓଡିଶା କନକ୍ଲେଭ ୨୦୨୫ର କଲେ ଉଦଘାଟନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











