The Ultimate Managed Hosting Platform
ADVERTISEMENT

ଭୂକମ୍ପରେ ଥରିଲା ପାକିସ୍ତାନ ମାଟି

Facebook
Twitter
LinkedIn

ନୂଆଦିଲ୍ଲୀ : ପାକିସ୍ତାନରେ ଭୂମିକମ୍ପର ଝଟକା । ଭୂକମ୍ପର ତୀବ୍ରତା ୪.୪ ବୋଲି ଆକଳନ କରାଯାଇଛି । ଗତକାଲି ରାତି ୯ଟା ୫୮ମିନିଟ ୨୬ ସେକେଣ୍ଡ ପର୍ୟ୍ୟନ୍ତ ଭୂମିକମ୍ପ ଅନୁଭୂତ ହୋଇଛି । ଭୂକମ୍ପ ପରେ ଲୋକ ଭୟରେ ଘରୁ ବାହାରି ପଳାଇଥିଲେ । କିନ୍ତୁ ବର୍ତ୍ତମାନ ପର୍ୟ୍ୟନ୍ତ ଜୀବନ ବା ଆର୍ଥନୀତିକ କ୍ଷତିର କୌଣସି ସୂଚନା ମିଳିପାରିନାହିଁ । ସୂଚନାଯୋଗ୍ୟ, ୨୦୨୪ରେ ପାକିସ୍ତାନରେ ଆସିଥିବା ବିନାଶକାରୀ ଭୂକମ୍ପ ଯୋଗୁଁ ଜନଜୀବନ ଛାରଖାର ହୋଇଯାଇଥିଲା । ସେଠାରେ ୪.୭ ତୀବ୍ରତାର ଭୂମିକମ୍ପ ଆସିଥିଲା । ଭୂମିକମ୍ପର କେନ୍ଦ୍ରସ୍ଥଳୀ ଆଫ୍ଗାନିସ୍ତାନର ଦକ୍ଷିଣ-ପୂର୍ବାଞ୍ଚଳରେ ୯୮ କିଲୋମିଟର ଗଭୀରରେ ଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login