The Ultimate Managed Hosting Platform
ADVERTISEMENT

ଭୂମିକମ୍ପରେ ଥରିଲା ନ୍ୟୁଜିଲାଣ୍ଡର କେର୍ମାଡେକ୍

Facebook
Twitter
LinkedIn

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ଏହାର ତିବ୍ରତା ୭.୧ ରହିଥିବା ବେଳେ କେନ୍ଦ୍ରସ୍ଥଳି ଭୂପୃଷ୍ଠରୁ ୧୦ କିଲୋମିଟର ଗଭୀରତାରେ ରହିଛି । ଏହି ଭୂକମ୍ପ ଝଟକାରେ କେର୍ମାଡେକ୍ ଦ୍ବୀପ ଥରି ଉଠିଛି। ୟୁଏସ୍ ଭୂତତ୍ବ ସର୍ବେକ୍ଷଣ ସଂସ୍ଥା ବିଭାଗ ଅନୁଯାୟୀ, ଗୁରୁବାର ସକାଳୁ ନ୍ୟୁଜିଲାଣ୍ଡର କେର୍ମାଡେକ୍ ଦ୍ବୀପ ଭୂମିକମ୍ପ ଅନୁଭୂତ ହୋଇଛି । ଏହି ଶକ୍ତିଶାଳୀ ଭୂମିକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଆଶଙ୍କା କରାଯାଉଛି । ଭୂମିକମ୍ପ ଅନୁଭୂତ ପରେ ସ୍ଥାନୀୟ ଅଞ୍ଚଳରେ ସୁନାମୀ ସତର୍କତା ଜାରି କରାଯାଇଛି । କେରମାଡେକ୍ ଦ୍ବୀପର ୩୦୦ କିଲୋମିଟର ପରିସୀମା ମଧ୍ୟରେ ସୁନାମୀ ଆଲର୍ଟ ଜାରି କରିଛି ସ୍ଥାନୀୟ ପ୍ରଶାସନ । ତେବେ କ୍ଷୟକ୍ଷତିର ଏ ପର‌୍ୟ୍ୟନ୍ତ ମିଳିପାରି ନାହିଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login