The Ultimate Managed Hosting Platform
ADVERTISEMENT

ଭୂମିହୀନଙ୍କୁ ମିଳିବ ଜଙ୍ଗଲ ଜମି ଅଧିକାର, ପଟ୍ଟା ବାଣ୍ଟିଲେ ବିଧାୟକ

Facebook
Twitter
LinkedIn

ପାଟଣା : ଭୂମିହୀନଙ୍କୁ ଜଙ୍ଗଲ ଜମିପଟ୍ଟା ବଣ୍ଟନ । କେନ୍ଦୁଝର ଜିଲ୍ଲା ସାହାର ପଡା ବ୍ଲକ ଦାମାହୁଦା ପଞ୍ଚାୟତ ସଭାଗୃହରେ ଗୁରୁବାର ଭୂମିହୀନଙ୍କୁ ଜଙ୍ଗଲ ଜମି ଅଧିକାର ଆଇନରେ ଜଙ୍ଗଲ ଜମିପଟ୍ଟା ବଣ୍ଟନ କରାଯାଇଛି । ଏହି କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇ ଦାମାହୁଦା ଉଚା ଟାଙ୍ଗର ଓ ବେଲ ସରେଇ ଗ୍ରାମର ମୋଟ ୪୩ ଜଣ ଭୂମିହୀନଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରିଛନ୍ତି ।

କାର‌୍ୟ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସାହାରପଡା ବିଡ଼ିଓ ଲମ୍ବୋଦର ଖୁଣ୍ଟିଆ, ବ୍ଲକ ଅଧକ୍ଷା ରୀନା ନାଏକ, ତହସିଲଦାର ବାବାଜୀ ଚରଣ ସିଂ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଏସ୍ ଦେବ ଦର୍ଶନୀ ପ୍ରୀତିରେଖା ଜିଲ୍ଲା ପରିଷଦ ସଦସ୍ୟ ବୁଦ୍ଧଦେବ ମହାକୁଡ଼,ଚମ୍ପାବତୀ ଟୁଡୁ, ଦାମାହୁଦା ସରପଞ୍ଚ ବାସନ୍ତୀ ଟୁଡୁ, ଏଫ ,ଆର,ସି ଲକ୍ଷ୍ମୀଧର ମହାନ୍ତ ପ୍ରମୁଖ ଯୋଗଦେଇ ଭୂମିହୀନଙ୍କୁ ପଟା ବଣ୍ଟନ କରିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login