ନୂଆଦିଲ୍ଲୀ : ଭୋପାଲରେ ରାଜ୍ୟ ସଚିବାଳୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ନିଆଁ ଏତେ ଭୟଙ୍କର ରହିଛିକି, ସ୍ଥାନୀୟ ଅଞ୍ଚଳ ପୂରା ଧୂଆଁମୟ ହୋଇଯାଇଛି । ସୂଚନା ଅନୁସାରେ ବଲ୍ଲଭ ଭବନର ତୃତୀୟ ମହଲାରେ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲିଭାଇବା ପାଇଁ ଅଗ୍ନିସମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିବା ପାଇଁ ଚେଷ୍ଟା ଜାରି ରଖିଛନ୍ତି । ତେବେ ଭୟଙ୍କର ନିଆଁରେ ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ପୋଡିଯାଇଥିବା ସୂଚନାରୁ ଜଣାପଡିଛି ।
Views: 102











