The Ultimate Managed Hosting Platform
ADVERTISEMENT

ମଝି ଆକାଶରେ ୨ ବିମାନ ଧକ୍କା

Facebook
Twitter
LinkedIn

ନୂଆଦିଲ୍ଲୀ : ଆମେରିକାରେ ହେଲିକପ୍ଟର ସହ ଯାତ୍ରୀବାହୀ ବିମାନ ଧକ୍କା । ୱାସିଂଟନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦୁର୍ଘଟଣା । ବିମାନ ଅବତରଣ ବେଳେ ଦୁର୍ଘଟଣା । ୱାସିଂଟନ୍ ଡିସିର ରେଗାନ ନାସନାଲ ଏୟାରପୋର୍ଟ ନିକଟରେ ଅବତରଣ ପୂର୍ବରୁ ଏଭଳି ଏକ ବଡ଼ ଦୁର୍ଘଟଣା ହୋଇଛି । ଏଥିରେ ବହୁ ସଂଖ୍ୟାରେ ବିମାନ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଆଶଂକା କରାଯାଉଛି । ଦୁର୍ଘଟଣା ପରେ ପୋଟୋମାକ୍ ନଦୀକୁ ଖସି ପଡ଼ିଛି ବିମାନ । ଘଟଣା ସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି । କାନସାସ୍ ରୁ ୱାସିଂଟନ ଡିସି ଆସୁଥିଲା ଯାତ୍ରୀବାହୀ ବିମାନ । ବିମାନରେ ମୋଟ ୬୦ ଯାତ୍ରୀଙ୍କ ସହ ୪ ଜଣ କ୍ରିଉ ମେମ୍ବର ଥିଲେ। ଏହି ଘଟଣା ପରେ ଏୟାରପୋର୍ଟର ସମସ୍ତ ଉଡାଣକୁ ରଦ୍ଦ କରାଯାଇଛି । ରୋନାଲ୍ଡ ରୀଗନ ନେସନାଲ ଏୟାରପୋର୍ଟ ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ବିଷୟରେ ସୂଚନା ଦେଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login