The Ultimate Managed Hosting Platform
ADVERTISEMENT

ମଧ୍ୟାହ୍ନ ଭୋଜନ ରୋଷେଇ ବେଳେ ଗ୍ୟାସ ସିଲିଣ୍ଡରରୁ ଲାଗିଲା ନିଆଁ

Facebook
Twitter
LinkedIn

ପୁରୀ : ପୁରୀ ଜିଲ୍ଲା ଚାରିଛକ ଥାନା ଅନ୍ତର୍ଗତ ଛଣିଜଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ରୋଷେଇ ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଲା ନିଆଁ । ଅଳ୍ପକେ ବର୍ତ୍ତିଲେ ପାଚିକା । ସ୍କୁଲକୁ ଖାଲି କଲେ ପ୍ରଧାନ ଶିକ୍ଷକ । ଘଟଣାସ୍ଥଳରେ ଚାରିଛକ ପୋଲିସ, ଦମକଳ ବାହିନୀ, ଓ ସ୍ଥାନୀୟ ଲୋକେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଏଥି ସହିତ ଛାତ୍ରଛାତ୍ରମାନଙ୍କୁ ନିକଟସ୍ଥ ପଞ୍ଚ।ୟତ କାର୍ୟ୍ୟାଳୟକୁ ସ୍ଥାନାନ୍ତରିତ କରାଯାଇଛି । ସୂଚନାନୁଯାୟୀ ସ୍କୁଲର ଅଫିସ ଗୃହରେ ପିଲାମାନଙ୍କ ପାଇଁ ବୁଟ ସିଜା ହେଉଥିବା ବେଳେ ଗ୍ୟାସ ଲିକ ହୋଇ ଜଳିଥିଲା । ନିଆଁ ବ୍ୟାପି ଯାଇ ଅଫିସ ରୁମରେ ଥିବା କାଗଜ ପତ୍ର ପୋଡି ଯାଇଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଚୀନରେ ଭୂକମ୍ପ ଝଟକା

ଚୀନ : ଭାରତର ପଡ଼ୋଶୀ ଦେଶ ଚୀନରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ମଙ୍ଗଳବାର ସକାଳ ପ୍ରାୟ ୮.୪୫ମିନିଟ ରେ ଚୀନର ଜିନଜିଆଙ୍ଗ ପ୍ରଦେଶରେ ଏହି...

ADVERTISEMENT
ସରକାରୀ କୋଷରୁ ୨.୩୮ କୋଟି ଚଳୁ ; କିରାଣି ନିଲମ୍ବିତ

ସରକାରୀ କୋଷରୁ ୨.୩୮ କୋଟି ଚଳୁ ; କିରାଣି ନିଲମ୍ବିତ

ଅନୁଗୁଳ : ଅନୁଗୁଳ ଜିଲ୍ଲା ମୁଖ୍ୟ ହସ୍ପିଟାଲର କନିଷ୍ଠ କିରାଣି ଚାକିରିରୁ ନିଲମ୍ବିତ । କନିଷ୍ଠ କିରାଣି ସୁବ୍ରତ ବେହେରାଙ୍କୁ ନିଲମ୍ବନ କଲେ ସିଡିଏମଓ । ୨.୩୮...

Login