ଭୁବନେଶ୍ୱର : ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବୃଦ୍ଧି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢିଲା । ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବର୍ଷେ ବଢାଇଲେ ସରକାର । ଡିସେମ୍ବର ୩୧ରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରୁଥିଲା । ଚଳିତ ମାସ ୩୧ରେ ସରୁଥିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ । ଜାନୁଆରୀ ମାସରେ ରାଜ୍ୟରେ ରହିଛି ଦୁଇବଡ ଇଭେଣ୍ଟ । ଜାନୁଆରୀ ୮ରୁ ୧୦ ଯାଏ ଭଉବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ଓ ୨୮-୨୯ ତାରିଖରେ ଉକôର୍ଷ ଓଡିଶା-ମେକ୍ ଇନ ଓଡିଶା କନକ୍ଲେଭ । ଏହାର ଆୟୋଜନ ଠାରୁ ପରିଚାଳନାରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।
Views: 51