The Ultimate Managed Hosting Platform
ADVERTISEMENT

ମନ୍ତ୍ରିମଣ୍ଡଳରୁ ରୋହିତ ପଡିଲେ ବାଦ୍, ଅତନୁଙ୍କୁ ଉଚ୍ଚଶିକ୍ଷା ଦାୟିତ୍ୱ

Facebook
Twitter
LinkedIn

ଭୁବନେଶ୍ୱର : ମନ୍ତ୍ରିମଣ୍ଡଳରୁ ବାଦ ପଡିଲେ ରୋହିତ ପୂଜାରୀ । ଅତନୁ ସବ୍ୟସାଚୀଙ୍କୁ ଦିଆଗଲା ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱ । ରୋହିତ ପୂଜାରୀଙ୍କୁ ବାଦ୍ ପରେ ଅତନୁଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯଇଛି। ସମବାୟ ବିଭାଗ ସହ ଉଚ୍ଚଶିକ୍ଷା ବିଭାଗର ଦାୟିତ୍ୱ ତୁଲାଇବେ ଅତନୁ ।ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି । ମୁଖ୍ୟମନ୍ତ୍ରୀ ବାର୍ଷିକ ବିଭାଗୀୟ ସମୀକ୍ଷା କରିଥିଲେ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ପାଇଁ ବାଦ ପଡିଥିବା ଜଣାପଡ଼ିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଞ୍ଜନ ମହାନ୍ତି

ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଞ୍ଜନ ମହାନ୍ତି

କଟକ : ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପ ସଭାପତି ନିହାର ରଞ୍ଜନ ମହାନ୍ତି । ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଭାଇରଲ ଘଟଣାରେ ଗିରଫ ପରେ...

Login