ସମ୍ବଲପୁର : ମହଙ୍ଗା ପଡିଲା ଠିକା ସଂସ୍ଥାର ବିଲ ନ ଦେବା । ୩ କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍ ପାଇଁ କୋର୍ଟଙ୍କ ନିଷ୍ପତ୍ତି । କୋର୍ଟଙ୍କ ପରେ ସମ୍ପତ୍ତି ଆଟାଚ ପ୍ରକ୍ରିୟା ଜାରି । ବୁର୍ଲା ସ୍ଥିତ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟରେ ସମ୍ପତ୍ତି ଆଟାଚ । ହୀରାକୁଦ ଡ୍ୟାମ ମୁଖ୍ୟ ଯନ୍ତ୍ରୀଙ୍କ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ । ବୁର୍ଲାସ୍ଥିତ ଉପର ମହାନଦୀ ବେସିନର ବେସିନ ମ୍ୟାନେଜର ତଥା ମୁଖ୍ୟଯନ୍ତ୍ରୀଙ୍କ କାର୍ୟ୍ୟାଳୟ, ହୀରାକୁଦ ଡ୍ୟାମ ସର୍କଲର ସୁପରିଟେଣ୍ଡ ଇଂଜିନିୟରଙ୍କ କାର୍ୟ୍ୟାଳୟ, ସମ୍ବଲପୁର ଇରିଗେସନ ଡିଭିଜନର ଏକଜିକ୍ୟୁଟିଭ୍ ଇଂଜିନିୟରଙ୍କ ଅଫିସର ଆସବାବପତ୍ର ସିଲ୍ ନେଇ ନିର୍ଦ୍ଦେଶ । ସିନିୟର ସିଭିଲ ଜଜ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ କାର୍ୟ୍ୟାଳୟର ସମ୍ପତ୍ତି ଆଟାଚ୍ କରାଯିବ । ସୂଚନା ଅନୁସାରେ ୨୦୦୦ ମସିହାରେ ସମ୍ବଲପୁର ରିଂ ରୋଡର କାମ କରିଥିଲା ଓରିଏଣ୍ଟ କନଷ୍ଟ୍ରକସନ ପ୍ରାଇଭେଟ ଲିମିଟେଡ । ତେବେ କାମ ସରିବା ପରେ ଠିକା ସଂସ୍ଥାକୁ ମିଳିନଥିଲା ପେମେଣ୍ଟ । ୨୦୦୫ ମସିହାରେ ବକେୟା ଅର୍ଥ ୫୨ ଲକ୍ଷ ଟଙ୍କା ହୋଇଯାଇଥିଲା । ଏନେଇ ୨୦୦୯ ମସିହାରେ ମାନ୍ୟବର ସିନିୟର ସିଭିଲ ଜଜ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା ଠିକା ସଂସ୍ଥା । ୨୦୦୯ରେ ସୁଧ ମୂଳ ମିଶି ୧କୋଟି ୩୬ କୋଟି ଲକ୍ଷ ଟଙ୍କାରେ ପହଞ୍ଚିଥିଲା । ଟଙ୍କା ପଇଠ ନହେବାରୁ ୬ ପ୍ରତିଶତ ସୁଧ ଦେବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ହେଲେ ବକେୟା ଟଙ୍କା ମିଳିନଥିଲା ।
ମହଙ୍ଗା ପଡିଲା ଠିକା ସଂସ୍ଥାର ବିଲ ନଦେବା, ୩ କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







