The Ultimate Managed Hosting Platform
ADVERTISEMENT

ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

Facebook
Twitter
LinkedIn

ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିରରେ ବଡୁ-ପୂଜାପଣ୍ଡା ନିଯୋଗ ବିବାଦ । ପଇଚ୍ଛାଲାଗି ନୀତିକୁ ନେଇ ବିବାଦ । ବନ୍ଦ ରହିଛି ମହାପ୍ରଭୁଙ୍କ ନୀତିକାନ୍ତି । ଗତକାଲି ବଡସିଂହାର ବେଶ ପରଠାରୁ ବନ୍ଦ ରହିଛି ନୀତିକାନ୍ତି । ଗତକାଲି ଠାରୁ ବଡ଼ସିଂହାର ନୀତି ଠାରୁ ସମସ୍ତ ନିତିକାନ୍ତି ବନ୍ଦ ଅଛି। ଯାହାକୁ ନେଇ ଭକ୍ତଙ୍କ ମହଲରେ ଉଦବେଗ ପ୍ରକାଶ ପାଇଛି । ସୂଚନା ଅନୁଯାୟୀ ଶ୍ରାବଣର ଶେଷ ସୋମବାରରେ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ପଇତା ଲାଗି କରିବାକୁ ନେଇ ଦୁଇ ସେବାୟତଙ୍କ ମଧ୍ୟରେ ଟଣାଓଟରା ହୋଇଥିଲା । ଗତକାଲି ସନ୍ଧ୍ୟା ଧୂପ ପରେ ପୂଜାପଣ୍ଡା ସେବାୟତ ଓ ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ହୋଇଥିଲା। ଏହା ପରେ ମନ୍ଦିରର ନୀତିକାନ୍ତି ବନ୍ଦ ରହିଛି ।ଆଜି ଦିନ ତମାମ ଶ୍ରୀଜିଉଙ୍କ କୌଣସି ନୀତି ସମ୍ପନ୍ନ ହେବ ନାହିଁ । ଏହିଭଳି ଜାଣିଣୁଣି ଦେବ ନୀତିରେ ଅଣଦେଖା କରାଯାଉଥିବା ନେଇ ସବୁ ମହଲରୁ ଅସନ୍ତୋଷ ଦେଖିବାକୁ ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସ୍ୱାମୀଙ୍କ ଅନୁପସ୍ଥିତିରେ ମହିଳାଙ୍କୁ ଦୁଷ୍କର୍ମ କଲେ ଘର ମାଲିକ

ହାଇଦ୍ରାବାଦରେ ଓଡିଆ ଶିକ୍ଷୟତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ !

ହାଇଦ୍ରାବାଦ : ହାଇଦ୍ରାବାଦର କୋମପାଲିରେ ଓଡିଆ ଶିକ୍ଷୟତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ସ୍ୱାମୀ ଓଡିଶା ଆସିଥିବା ବେଳେ ଦୁଷ୍କର୍ମ ପରେ ହତ୍ୟା କରିଥିବା ଅଭିଯୋଗ...

Login