ମାଲକାନଗିରି :ମାଲକାନଗିରି ଜିଲ୍ଲାରେ ୨୮ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଛୁଟି ବାତିଲ କଲେ ଜିଲ୍ଲାପାଳ । ହେଡ କ୍ୱାର୍ଟର୍ସ ନ ଛାଡିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିଦେ୍ର୍ଦଶ । ଜିଲ୍ଲାପାଳଙ୍କ ଅନୁମତି ବିନା ମୁଖ୍ୟାଳୟ ନ ଛାଡିବା ପାଇଁ ନିଦେ୍ର୍ଦଶନାମା । ନିଦେ୍ର୍ଦଶନାମାକୁ ଅବମାନନା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ।
Views: 62