The Ultimate Managed Hosting Platform
ADVERTISEMENT

ମିଆଁମାରରେ ଭୂକମ୍ପ ଝଟକା

Facebook
Twitter
LinkedIn

ନୂଆଦିଲ୍ଲୀ : ମିଆଁମାରରେ ଭୂକମ୍ପର ଝଟକା ଅନୁଭୂତ । ଭୂକମ୍ପର କେନ୍ଦ୍ରସ୍ଥଳ ମାଟି ତଳୁ ୧୦ କିଲୋମିଟର ରହିଥିଲା । ଫଳରେ ସ୍ଥାନୀୟ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି । ଏହାର ତୀବ୍ରତା ୪.୦ ଥିଲା । ଯାହା ଫଳରେ ଘରୁ ସମସ୍ତେ ବାହାରି ଆସିଥିଲେ । ଏଥିରେ କାହାରି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳୁଛି । ସୂଚନାନୁଯାୟୀ, ଭାରତୀୟ ସମୟାନୁସାରେ ମିଆଁମାରରେ ଆଜି ଅଧ ରାତି ଅର୍ଥାତ୍ ୧୨.୨୮ ମିନିଟରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ଯାହାପରେ ଲୋକମାନେ ଭୟଭୀତ ହୋଇପଡିଥିଲେ । ଏହା ସହିତ ମଧ୍ୟ ସତର୍କ ଏବଂ ସୁରକ୍ଷିତ ରହିବାକୁ ପରାମର୍ଶ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ; ୭ ମହଲାରୁ ଡେଇଁଲେ ବାପା , ୨ ଶିଶୁଙ୍କର ଚାଲିଗଲା ପ୍ରାଣ

ନୂଆଦିଲ୍ଲୀ : ଦିଲ୍ଲୀରେ ୭ ମହଲା କୋଠାରୁ ଡେଇଁ ବାପା ସହ ୨ ଶିଶୁ ମୃତ । ଦିଲ୍ଲୀ ଦ୍ୱାରକା ଅଞ୍ଚଳର ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ଡେଇଁ...

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୪୦ କରୋନା ପଜିଟିଭ୍‌

ଦେଶରେ ହୁ ହୁଁ ହୋଇ ବଢୁଛି କରୋନା, ଗତ ୨୪ ଘଣ୍ଟାରେ ୩୨୪ ନୂଆ ମାମଲା ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ବୃଦ୍ଧି ପାଉଛି କୋଭିଡ୍ ସଂକ୍ରମଣ । ଆକ୍ଟିଭ କେସ୍ ୬୮୧୫ରେ ପହଞ୍ଚିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ମୁତାବକ...

ADVERTISEMENT
ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀ ଦ୍ୱାରକା ଅଞ୍ଚଳରେ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ । ଆପାର୍ଟମେଣ୍ଟର ୮ ମହଲା ବିଲଡିଂରେ ଭୟଙ୍କର ଅଗ୍ନିକାଣ୍ଡ । ୮ଟି ଅଗ୍ନିଶମ ଟିମ୍ ଦ୍ୱାରା...

Login