ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିଜେଡିର ୨ ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନ ଦାଖଲ କଲେ । ନାମାଙ୍କନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିଥିଲେ । ନାମାଙ୍କନ ଭରିବା ପୂର୍ବରୁ ପ୍ରତିକ୍ରିୟା ଦେଇ ଦେବାଶିଷ ସାମନ୍ତରାୟ କହିଥିଲେ, ସଂସଦରେ ରାଜ୍ୟ ହିତ ପ୍ରସଙ୍ଗ ଉଠାଇବେ । ବିଧାନସଭାରୁ ରାଜ୍ୟସଭାକୁ ଯିବା ତାଙ୍କ ପାଇଁ ପ୍ରମୋସନ ବୋଲି କହିଛନ୍ତି ଦେବାଶିଷ । ବିଧାୟକ ହେବି ନା ସାଂସଦ ହେବି ମୋର ପସନ୍ଦ ନୁହେଁ ବରଂ ଏହା ମୁଖ୍ୟମନ୍ତ୍ରୀଙ୍କ ପସନ୍ଦ । ବାଲିଯାତ୍ରାକୁ ଐତିହାସିକ ମାନ୍ୟତା ଓ କଟକର ଅନ୍ୟାନ୍ୟ ବହୁ ସମସ୍ୟାର ସମାଧାନ ପାଇଁ ରାଜ୍ୟସଭାରେ ସ୍ୱର ଉଠାଇବି । ସେହିଭଳି ନାମାଙ୍କନ ଭରିବା ପୂର୍ବରୁ ଶୁଭାଶିଷ ଖୁଣ୍ଟିଆ କହିଥିଲେ, ମହାପ୍ରଭୁଙ୍କ ଆଶୀର୍ବାଦରୁ ମୁଖ୍ୟମନ୍ତ୍ରୀ ମୋତେ ଏହି ଗୁରୁଦାୟିତ୍ୱ ଦେଇଛନ୍ତି । ଦଳ ଯେତେବେଳେ ଯାହା ଦାୟିତ୍ୱ ଦେଇଛି ମୁଁ ତାହାକୁ ପାଳନ କରିଛି । ଏହି ଦାୟିତ୍ୱକୁ ମଧ୍ୟ ପାଳନ କରିବି ବୋଲି କହିଛନ୍ତି ଶୁଭାଶିଷ ।
ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କଲେ ଦେବାଶିଷ , ଶୁଭାଶିଷ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







