The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମୁଣ୍ଡକୁ ହାଣି ସରପଞ୍ଚ ସ୍ୱାମୀଙ୍କ ଜୀବନ ନେଇଗଲେ

Facebook
Twitter
LinkedIn

ବିନିକା : ସରପଞ୍ଚ ସ୍ୱାମୀଙ୍କ ଜୀବନ ନେଇଗଲେ । ମୁଣ୍ଡକୁ ହାଣି ଜୀବନ ନେଇଗଲେ । ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ପଞ୍ଚୀୟତର ସରପଞ୍ଚଙ୍କ ସ୍ୱାମୀଙ୍କୁ ହତ୍ୟା । ରାମପୁର ଥାନା ପଣ୍ଡରାପାଲି ଗାଁ ନିକଟରେ ହତ୍ୟାକାଣ୍ଡ । ବିଳମ୍ବିତ ରାତିରେ ଘରକୁ ଫେରୁିଥିବା ବେଳେ ଜୀବନ ନେଇଛନ୍ତି । ଧାରୁଆ ଅସ୍ତ୍ରରେ ମୁଣ୍ଡକୁ ହାଣି ହତ୍ୟା କଲେ ଦୁର୍ବୁତ୍ତା ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି । ଏହା ସହିତ ଏକ ପୁଲିସ ଟିମ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛି । ଦୁର୍ବୃତ୍ତମାନେ ବଲ୍ଲଭଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି । ହତ୍ୟାର କାରଣ ସ୍ପଷ୍ଟ ହୋଇ ନ ଥିଲେ ହେଁ, ପୂର୍ବ ଶତ୍ରୁତାରୁ ଏହା ଘଟିଥିବା ଅନୁମାନ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login