The Ultimate Managed Hosting Platform
ADVERTISEMENT

ମେଦିନପୁର-ହାୱଡା ପାସେଞ୍ଜର ଲାଇନଚ୍ୟୁତ, ଯାତ୍ରୀ ସୁରକ୍ଷିତ

Facebook
Twitter
LinkedIn

ନୂଆଦିଲ୍ଲୀ : ମେଦିନପୁର-ହାୱଡା ପାସେଞ୍ଜର ଟ୍ରେନ ଖଡଗପୁରରେ ଲାଇନଚ୍ୟୁତ ହୋଇଛି । ଶନିବାର ରାତିରେ ଟ୍ରେନର ଶେଷ ବଗି ଟ୍ରାକରୁ ଖସିଥିବା ଜଣାପଡିଛି । ତେବେ ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି । ତେବେ ଲାଇନଚ୍ୟୁତ ହେବାର ପ୍ରକୃତ କାରଣ ଜଣାପଡିନାହିଁ । ଖବର ମୁତାବକ, ଖଡଗପୁର ଷ୍ଟେସନରେ ଗତ ଶନିବାର ରାତିରେ ମେଦିନପୁର-ହାୱଡା ପାସେଞ୍ଜର ଟ୍ରେନର ଶେଷ ବଗି ଲାଇନଚ୍ୟୁତ ହୋଇଥିବା ଖବର ମିଳିଥିଲା । ଏହି ଘଟଣାରେ ଯାତ୍ରୀ ସମସ୍ତେ ସୁରକ୍ଷିତ ରହିଛନ୍ତି । ଖବର ପାଇବା ପରେ ରେଳବାଇ ପକ୍ଷରୁ ତୁରନ୍ତ ଆକ୍ସନ ନିଆଯାଇଛି । ଲାଇନଚ୍ୟୁତ ହୋଇଥିବା ବଗିକୁ ହଟାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login