The Ultimate Managed Hosting Platform
ADVERTISEMENT

ମେଲବର୍ଣ୍ଣ ଟେଷ୍ଟରେ ହାରିଲା ଭାରତ

Facebook
Twitter
LinkedIn

ନୂଆଦିଲ୍ଲୀ : ମେଲବର୍ଣ୍ଣ ଟେଷ୍ଟରେ ହାରିଲା ଭାରତ । ଆତ୍ମସମର୍ପଣ କଲା ଟିମ୍ ଇଣ୍ତିଆ । ୧୮୪ ରନରେ ଚତୁର୍ଥ ଟେଷ୍ଟରେ ଜିତିଲା ଅଷ୍ଟ୍ରେଲିଆ । ଫେଲ ମାରିଲେ ଟିମ୍ ଇଣ୍ତିଆର ଷ୍ଟାର ବ୍ୟାଟ୍ସମ୍ୟାନ ରୋହିତ, କୋହଲି ଓ ରାହୁଲ । ଦୁଇ ଅଙ୍କ ବି ଛୁଇଁପାରିଲେନି ୮ ଜଣ ବ୍ୟାଟର । ଭାରତ ପ୍ରଥମ ଇନିଂସରେ ୩୬୯ ରନ କରିଥିଲେ । ଦ୍ୱିତୀୟ ଇନିଂସରେ ମାତ୍ର ୧୫୫ ରନ୍ରେ ଅଲଆଉଟ ହୋଇଛି ଟିମ୍ । ବର୍ତ୍ତମାନ ସିରିଜରେ ୨-୧ ରେ ଆଗୁଆ ଅଛି କଙ୍ଗାରୁ ଦଳ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login