The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମେ ତୃତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ !

Facebook
Twitter
LinkedIn

ଭୁବନେଶ୍ୱର : ମେ ତୃତୀୟ ସପ୍ତାହରେ ବାହାରିପାରେ ମାଟ୍ରିକ ରେଜଲ୍ଟ । ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ମୋେ ଶେଷ ସପ୍ତାହ ସୁଦ୍ଧା ବାହାରିପାରେ ଯୁକ୍ତ ୨ ପରୀକ୍ଷା ଫଳ । ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିପାରେ । ଖୁବ ଶୀଘ୍ର ତାରିଖ ଘୋଷଣା କରାଯିବ କହିଲେ ମନ୍ତ୍ରୀ ।

ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ୯ରେ ହେବ ଅବପାତ
ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login