The Ultimate Managed Hosting Platform
ADVERTISEMENT

ମେ ୬ରୁ ଓଜେଇଇ

Facebook
Twitter
LinkedIn

ଭୁବନେଶ୍ୱର : ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା । ମେ ମାସରେ ଅନୁଷ୍ଠିତ ହେବ ଓଜେଇଇ ପରୀକ୍ଷା । ମେ ୬ରୁ ୧୦ ପର୍ଯ୍ୟନ୍ତ ହେବ ଓଜେଇଇ । ରାଜ୍ୟ ଭିତରେ ୩୦ ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ପରୀକ୍ଷା । ଓଜେଇଇ ପାଇଁ ଆଜିଠାରୁ ମାର୍ଚ୍ଚ ୧୫ ଯାଏଁ ରେଜିଷ୍ଟ୍ରେସନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login