ଭୁବନେଶ୍ୱର : ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୈାସୁମୀ ବାୟୁ ପ୍ରବାହ ଦୁର୍ବଳ । ୩ ରୁ ୪ ଦିନ ହେଲା ବର୍ଷାର ପରିମାଣ କମ ଯୋଗୁଁ ଉଚ୍ଚ ଆର୍ଦ୍ରତା ରହୁଛି । ଉଚ୍ଚ ଆର୍ଦ୍ରତା ପ୍ରଭାବରେ ଗୁଳୁଗୁଳି ଅନୁଭୂତ ହେଉଥିବା ସୂଚନା ରହିଛି ।
ସେପଟେ ଆସନ୍ତା ୪ ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଆସନ୍ତାକାଲିଠୁ ୫ ତାରିଖରେ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
Views: 94











