ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ ପାଇଁ ଭୁବନେଶ୍ୱରରେ ସୁରକ୍ଷା କଡାକଡି । ଜଗିବେ ୫୫ ପ୍ଲାଟୁନ ପୋଲିସ ଫୋର୍ସ , ୩ ଟେକ୍ନିକାଲ ୟୁନିଟ । ୧୦ ଅତିରିକ୍ତ ଡିସିପି, ୪୧ ଇନସ୍ପେକ୍ଟର, ୧୮୦ ଏସଆଇ ମୁତୟନ ହେବେ । ଦିନ ୨ଟା ପରଠୁ ମାଷ୍ଟରକ୍ୟାଣ୍ଡିନରୁ ବାଣୀ ବିହାର ରାସ୍ତା ସିଲ । ବ୍ଲୁ ବୁକ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀ ଆଭ୍ୟନ୍ତରୀଣ ବଳୟ ସୁରକ୍ଷାରେ ରହିବେ ସ୍ପେଶାଲ ପ୍ରୋଟେକ୍ସନ ଗ୍ରୁପ-ଏସପଜି । ବାହ୍ୟ ସୁରକ୍ଷାରେ ରହିବ କମିଶନରେଟ ପୋଲିସ। ଜନପଥ ପାଂଚ କରିଛନ୍ତି ଏସପିଜି କମାଣ୍ଡୋ, ପୋଲିସ କମିଶନରା ମୋଦିଙ୍କ ସୁରକ୍ଷାରେ ୫୫ ପ୍ଲାଟୁନ ଫୋର୍ସ ଓ ୩ ଆଣ୍ଟି ଟେରର ଗ୍ରୁପ ମୁତୟନ ହେବୋ ରୋଡ ସୋ ବେଳେ ଜନପଥ ହେବ ନୋ ଫ୍ଲାଇଂ ଜୋନ।
ରୋଡ ସୋ ପାଇଁ ଟ୍ରାଫିକ ନିର୍ଦ୍ଦେଶନାମା ବି ଜାରି ହୋଇଛି । ରୋଡ ସୋ ବେଳେ ଯାନବାହନ ଚଳାଚଳ ବନ୍ଦ ରହିବା ସିଲ୍ ହେବ ମାଷ୍ଟରକ୍ୟାଣ୍ଟିନ ଠାରୁ ବାଣୀବିହାର ଯାଏ ରାସ୍ତା। ଦିନ ୨ଟାଠାରୁ ଯାନବାହନ ଉପରେ କଟକଣା ଲଗାଯିବ । ୪ଟା ପରଠୁ କୌଣସି ଯାନବାହନ ଯିବା ଆସିବା କରିପାରିବ ନାହିଁ ମୋଦିଙ୍କର ଏହା ଦୁଇ ଦିନିଆ ଓଡ଼ିଶା ଗସ୍ତ। କାଲି ପଶ୍ଚିମ ଓଡ଼ିଶାରେ ରହିଛି ମାରାଥନ କ୍ୟାମ୍ପେନା ଫୁଲବାଣୀ, ବଲାଙ୍ଗିର ଓ ବରଗଡ଼ରେ ପ୍ରଚାର କରିବୋ ଗୋଟିଏ ସପ୍ତାହରେ ମୋଦିଙ୍କର ଏହା ଦ୍ଵିତୀୟ ଓଡ଼ିଶା ଗସ୍ତା
ମୋଦିଙ୍କ ରୋଡ ସୋ: ୨ଟା ପରଠୁ କଟକଣା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











