The Ultimate Managed Hosting Platform
ADVERTISEMENT

ମୋଦି ସରନେମ : ସୁପ୍ରିମକୋର୍ଟଙ୍କ ନୋଟିସ

Facebook
Twitter
LinkedIn

ନୂଆଦିଲ୍ଲୀ : ମୋଦି ସରନେମ ମାମଲାରେ ସୁପ୍ରିମକୋର୍ଟଙ୍କ ନୋଟିସ । ଆବେଦନକାରୀ ପୂର୍ଣ୍ଣେଶ ମୋଦି ଓ ଗୁଜୁରାଟ ସରକାରଙ୍କୁ ନୋଟିସ । ୧୦ ଦିନ ମଧ୍ୟରେ ଉତ୍ତର ଦେବାକୁ ସୁପ୍ରିମକୋର୍ଟଙ୍କ ନିଦେ୍ର୍ଦଶ । ଅଗଷ୍ଟ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି । ଜଷ୍ଟିସ୍ ବି.ଆର ଗାଭାଇ ଏବଂ ଜଷ୍ଟିସ୍ ପି.କେ ମିଶ୍ର ମାମଲାର ଶୁଣାଣି କରିବେ । ମୋଦୀ ସାଙ୍ଗିଆ ମାନହାନୀ ମାମଲାରେ ଗୁଜରାଟ ହାଇକୋର୍ଟଙ୍କ ରାୟର ପୁର୍ନବିଚାର କରିବାକୁ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ମୋଦୀ ସାଙ୍ଗିଆ ମାମଲାରେ ସୁରଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ସଜା ଶୁଣାଇଥିଲେ । ଏହି ରାୟର ପୁର୍ନବିଚାର ପାଇଁ ଗୁଜରାଟ ହାଇକୋର୍ଟରେ ଆବେଦନ କରିଥିଲେ ରାହୁଲ ଗାନ୍ଧୀ । କିନ୍ତୁ ଗୁଜରାଟ ହାଇକୋର୍ଟରୁ ରାହୁଲ ଗାନ୍ଧୀଙ୍କୁ ନିରାଶ ହେବାକୁ ପଡିଥିଲା । ସୁରଟ କୋର୍ଟଙ୍କ ରାୟ ସଂରକ୍ଷିତ ରଖିଥିଲେ ଗୁଜରାଟ ହାଇକୋର୍ଟ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login