ଯାଜପୁର : ଯାଜପୁର ଝାଡାବାନ୍ତି ଘଟଣାରେ ଜନସ୍ୱାସ୍ଥ୍ୟ ନିଦେ୍ର୍ଦଶକଙ୍କ ପ୍ରତିକ୍ରିୟା । ଖାଦ୍ୟ ବିଷପ୍ରକ୍ରିୟା କାରଣ ଯୋଗୁ ଝାଡାବାନ୍ତି ହୋଇଛି । ୨୫୦ରୁ ଅଧିକ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ୪୦ରୁ ୫୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୨ ଜଣଙ୍କର ଜୀବନ ଯାଇଛି । ତଦନ୍ତ ପରେ ହିଁ ମୃତ୍ୟୁର କାରଣ ସ୍ପଷ୍ଟ ହେବ । ୨୦ ଜଣଙ୍କୁ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି । ରାଜ୍ୟସ୍ତରୀୟ ୨ଟି ଡାକ୍ତରୀ ଟିମ ଘଟଣାସ୍ଥଳକୁ ଯାଇଛନ୍ତି ।
ଜିଲ୍ଲାର ବ୍ୟାସନଗର ପୌରାଞ୍ଚଳ, ଦାନଗଦୀ, ଧର୍ମଶାଳା, ରସୁଲପୁର ଓ କୋରେଇ ବ୍ଲକ୍ର ବିଭିନ୍ନ ଗ୍ରାମରୁ ଶତାଧିକ ଲୋକ ଝାଡ଼ାବାନ୍ତି ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।ଧର୍ମଶାଳା ବ୍ଲକ୍ର ଗୋଡ଼ିପାଟିଆ, ପାଖର, ଗୋପାଳପୁର ଅଞ୍ଚଳରୁ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ସ୍ଥାନୀୟ ଡାକ୍ତରଖାନା ଓ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ରହିଛନ୍ତି। ବ୍ୟାସନଗର ପୌରାଞ୍ଚଳର ଶତାଧିକ ଲୋକ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ବ୍ୟାସନଗର ଡାକ୍ତରଖାନାରେ ଆକ୍ରାନ୍ତଙ୍କ ପାଇଁ ଶଯ୍ୟା ନଥିବାରୁ କିଛି ରୋଗୀ ଡାକ୍ତରଖାନା ବାରଣ୍ଡାରେ ଚିକିତ୍ସିତ ହେଉଛନ୍ତି। ଅନ୍ୟ କିଛି ରୋଗୀଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ଯାଜପୁରରେ ଝାଡାବାନ୍ତି ଘଟଣା ; ‘ଖାଦ୍ୟ ବିଷପ୍ରକ୍ରିୟା କାରଣରୁ ଝାଡାବାନ୍ତି’
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







