The Ultimate Managed Hosting Platform
ADVERTISEMENT

ଯାତ୍ରୀବାହୀ ବସ -ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା, ଚାଲିଗଲା ୩ ଜଣଙ୍କ ଜୀବନ

Facebook
Twitter
LinkedIn

ଗଞ୍ଜାମ : ଯାତ୍ରୀବାହୀ ବସ -ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା । ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଖଡଭାଗ ଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଯାତ୍ରୀବାହୀ ବସ୍ ଓ ପିକଅପ୍ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା । ଫଳରେ ପିକଅପ୍ ଭ୍ୟାନ ଗାଡିର ଡ୍ରାଇଭର ସମେତ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ଖବର ଅନୁଯାୟୀ, ଯାତ୍ରୀବାହୀ ବସଟି ଆସିକାରୁ ବ୍ରହ୍ମପୁର ଯାଉଥିବା ବେଳେ ବିପରୀତ ଦିଗରୁ ବ୍ରହ୍ମପୁରରୁ ଆସିକା ଅଭିମୁଖେ ଆସୁଥିବା ପିକଅପ୍ ଭ୍ୟାନ ସହ ମୁଁହାମୁଁହି ଧକ୍କା ଘଟିଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login