The Ultimate Managed Hosting Platform
ADVERTISEMENT

ଯୋଗଦେବା ପରେ ଜାତୀୟ ମୁଖପାତ୍ର ହେଲେ ସନ୍ତୃପ୍ତ

Facebook
Twitter
LinkedIn

ଭୁବନେଶ୍ୱର : ଯୋଗଦେବାକ୍ଷଣି ବିଜେଡିରେ ନୂଆ ଦାୟିତ୍ୱ ପାଇଲେ ସନ୍ତୃପ୍ତ ମିଶ୍ର । ବିଜେଡିର ଜାତୀୟ ମୁଖପାତ୍ର ଭାବେ ସନ୍ତୃପ ମିଶ୍ରଙ୍କୁ ଦାୟିତ୍ୱ । ସଂଜୟ ଦାସବର୍ମାଙ୍କୁ ମଧ୍ୟ ମୁଖପାତ୍ର ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ସନ୍ତୃପ୍ତ । ଦଳରେ ସାମିଲ ହେବା ପରେ ସନ୍ତୃପ୍ତ କହିଛନ୍ତି, ଓଡ଼ିଶାର ସେବା କରିବାକୁ ମୋତେ ବିଜେଡି ତରଫରୁ ସୁଯୋଗ ମିଳିଛି । ଭାରତୀୟ ରାଜନୀତିରେ ବିଜେଡି ହେଉଛି ସବୁଠୁ ପ୍ରଗତିଶୀଳ ରାଜନୈତିକ ଦଳ । ବହୁରାଷ୍ଟୀୟ କମ୍ପାନିରେ କାମ କରୁଥିବାରୁ ଓଡ଼ିଶା ବାହାରେ ରହୁଥିଲି । କିନ୍ତୁ ଜନ୍ମସ୍ଥାନକୁ ଫେରି ଓଡ଼ିଶା ପାଇଁ କାମ କରିବାକୁ ମନରେ ଇଚ୍ଛା ଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login