The Ultimate Managed Hosting Platform
ADVERTISEMENT

ରତ୍ନ ଭଣ୍ଡାର କମିଟି ଗଠନ, କମିଟିରେ ୧୨ ସଦସ୍ୟ

Facebook
Twitter
LinkedIn

ପୁରୀ : ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ କମିଟି ଗଠନ । ତଦରଖ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ କମିଟି ଅଧ୍ୟକ୍ଷ । ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା ଉପାଧ୍ୟକ୍ଷ । ଏହି କମିଟି ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ୟ୍ୟ ତଦାରଖ କରିବେ । ତେବେ ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି ବୋଲି ସୂଚନା ଦିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login