The Ultimate Managed Hosting Platform
ADVERTISEMENT

ରତ୍ନଭଣ୍ଡାର ଗଣତି ମଣିତି କରିବେ ଆରବିଆଇ ଏକ୍ସପର୍ଟ :ଆଇନ ମନ୍ତ୍ରୀ

Facebook
Twitter
LinkedIn

ପୁରୀ : ରତ୍ନଭଣ୍ଡାର ଗଣତି ମଣତି ନେଇ ଆଇନମନ୍ତ୍ରୀଙ୍କ ସୂଚନା । ୨ ଜଣ ଏକ୍ସପର୍ଟ ଦେବା ପାଇଁ ଆରବିଆଇକୁ ଚିଠି ଲେଖିଛନ୍ତି ସରକାର । ଆରବିଆଇ ୨ ଜଣ ଏକ୍ସପର୍ଟଙ୍କ ନାଁ ମଧ୍ୟ ଦେଇଛନ୍ତି । ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ । ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆହୁରି କହିଛନ୍ତି, ପରବର୍ତ୍ତୀ ପଦକ୍ଷେପ ସ୍ୱରୂପ ଆମେ ଖୁବ କମ ଦିନ ମଧ୍ୟରେ ପରିଚାଳନା କମିଟି ଗଠନ କରିଦେବୁ। ପରିଚଳନା କମିଟିର ଅନୁମତି କ୍ରମେ ଉଚ୍ଚସ୍ତରୀୟ କମିଟି ରତ୍ନଗୁଡ଼ିକୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତରିତ କରିବେ। ତାହା ପରେ ତାରିଖ ନିର୍ଦ୍ଧାରଣ କରି ଆରବିଆଇର ଦୁଇ ଜଣ ସଦସ୍ୟଙ୍କ ଉପସ୍ଥିତିରେ ଗଣତିମଣତି ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login