The Ultimate Managed Hosting Platform
ADVERTISEMENT

ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

Facebook
Twitter
LinkedIn

ଭୁବନେଶ୍ୱର : ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମୁମ୍ବାଇ କୋକିଳାବେନ ଧୀରୁଭାଇ ଅମ୍ବାନୀ ମେଡିକାଲରୁ ଶୁଭେଛା ଜଣାଇଛନ୍ତି ନବୀନ ପଟ୍ଟନାୟକ। ସର୍ଜରୀ ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ନବୀନ। ଗତକାଲି ଆଇସିୟୁରୁ ରୁମକୁ ସିଫ୍ଟ ହୋଇଥିଲେ। ରବିବାର ମୁମ୍ବାଇର କୋକିଳାବେନ ଧୀରୁବାଇ ଅମ୍ବାନୀ ହସପିଟାଲରେ ନବୀନ ପଟ୍ଟନାୟକଙ୍କ ସଫଳତାର ସହ ସର୍ଭାଇକାଲ ଆର୍ଥ୍ରାଇଟିସ ଅପରେସନ ହୋଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login