ଭୁବନେଶ୍ୱର : ଆମ ରାଜ୍ୟର ସବୁଠାରୁ ପବିତ୍ର ପର୍ବ ସମୟରେ ଘଟଣାକୁ ନେଇ ଗଭୀର ଚିନ୍ତିତ । ଗତ ବର୍ଷର ଆଡପ ବିଜେ ପହଣ୍ଡି ସମୟର ଅଘଟଣ ଭୁଲିଯିବା କଷ୍ଟକର । କାଲି ସନ୍ଧ୍ୟା ୭ ଟା ୪୫ ମିନିଟ ପର୍ଯ୍ୟନ୍ତ ସିଂହଦ୍ୱାର ନନ୍ଦିଘୋଷ ଠିଆ ହୋଇଥିବାର ଦେଖିଲୁ । ଦିନ ଶେଷ ହେବା ପୂର୍ବରୁ କେବଳ କିଛି ମିଟର ଆଗକୁ ବଢିଥିଲା । ବିଶ୍ୱରୁ ଆସିଥିବା ଲକ୍ଷ ଲକ୍ଷ ଭକ୍ତଙ୍କୁ ସମ୍ପୂର୍ଣ୍ଣ ଭାବରେ ହତାଶ, ଭ୍ରମିତ କରିଛି । ଦୁର୍ବଳ ଭିଡ ପରିଚାଳନା ଯୋଗୁ ଶହ ଶହ ଭକ୍ତ ମଧ୍ୟ ଆହତ ହୋଇଛନ୍ତି । ଗତ ବର୍ଷ ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ପଡ଼ି ଯାଇଥିଲେ । ଏହା ଅଗଣିତ ଭକ୍ତଙ୍କୁ ଆଘାତ ଦେଇଥିଲା । ଯାହାକୁ ଭୁଲିବା କଷ୍ଟକର । ଏବର୍ଷ, ଆମେ ଦେଖିଲୁ ନନ୍ଦିଘୋଷ ରଥ ସିଂହଦ୍ୱାର ନିକଟରେ ସନ୍ଧ୍ୟା ୭ଟା ୪୫ ପର୍ୟ୍ୟନ୍ତ ଅଟକି ରହିଥିଲା । ଦିନ ଶେଷ ହେବା ପୂର୍ବରୁ ମାତ୍ର କିଛି ମିଟର ଆଗକୁ ଗତି କରିଥିଲା । ବିଶ୍ୱର ବିଭିନ୍ନ ପ୍ରାନ୍ତରୁ ଏହି ଅନନ୍ୟ ଉତ୍ସବ ଦେଖିବାକୁ ଆସିଥିବା ଲକ୍ଷ ଲକ୍ଷ ଭକ୍ତଙ୍କୁ ଏହା ସମ୍ପୂର୍ଣ୍ଣ ଭାବେ ହତାଶ ଓ ନିରାଶ କରିଛି । ଖରାପ ଭିଡ଼ ନିୟନ୍ତ୍ରଣ ହେତୁ ଶତାଧିକ ଭକ୍ତ ମଧ୍ୟ ଆହତ ହୋଇଛନ୍ତି । ଆମେ କେବଳ ପ୍ରାର୍ଥନା କରୁଛୁ । ଏହି ବର୍ଷ ଏହି ଦିବ୍ୟ ଉତ୍ସବରେ ଭୟଙ୍କର ଅବ୍ୟବସ୍ଥା ପାଇଁ ଦାୟୀ ସମସ୍ତଙ୍କୁ ମହାପ୍ରଭୁ ଜଗନ୍ନାଥ କ୍ଷମା କରନ୍ତୁ ।
ରଥଯାତ୍ରା ବିଭ୍ରାଟ ; ନବୀନଙ୍କ ଉଦବେଗ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ ବସ ଧକ୍କାରେ ୩ ଯୁବତୀଙ୍କ ଚାଲିଗଲା ଜୀବନ
ପିପିଲି : ପୁଣି ଆମ ବସ ଘଟାଇଲା ଦୁର୍ଘଟଣା । ଆମ ବସ ଧକ୍କାରେ ୩ ସ୍କୁଟି ଆରୋହୀ ଯୁବତୀଙ୍କ ଚାଲିଗଲା ଜୀବନ । ତରାକାଜ ନିକଟରେ...
ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ
ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...
ବାମ ମୋଡ ନେଲା ବ୍ରହ୍ମ ତାଳଧ୍ୱଜ
କେନ୍ଦ୍ରାପଡା : ବାମ ମୋଡ ନେଇ ଅଟକିଲା ବ୍ରହ୍ମ ତାଳଧ୍ୱଜ । ଦେବୋତ୍ତର ବିଭାଗ ଠାରୁ କିଛି ବାଟ ଯାଇ ବାମ ମୋଡ ନେଲା । ରେଲୱେ...
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା
ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...