ଭୁବନେଶ୍ୱର : ଭୁବନେଶ୍ୱର କିଟ ବିଶ୍ୱ ବିଦ୍ୟାଳୟ ଛାତ୍ରୀଙ୍କ ସନେ୍ଦହଜନକ ମୃତ୍ୟୁ । ହଷ୍ଟେଲ କ୍ୟାମ୍ପସ ଭିତରୁ ନେପାଳୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର । ମୃତକ ବିଟେକ ତୃତୀୟ ବର୍ଷ ଛାତ୍ରୀ ।ମୃତ୍ୟୁର କାରଣ ଅସ୍ପଷ୍ଟ । ଘଟଣାରେ ଜଣେ ଛାତ୍ରୀଙ୍କୁ ଅଟକ ରଖାଯାଇଥିବା ସୂଚନା ରହିଛି ।
Views: 22

ପୁରୀ : ମହାପ୍ରସାଦରେ ରାସାୟନିକ ଯୁକ୍ତ ଚାଉଳ ବ୍ୟବହାର କୁ ନା' । ଚଳିତ ବର୍ଷ ପ୍ରଥମକରି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ କୋଠ ଭୋଗରେ ଲାଗି ହେବ...
ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...
ମୁମ୍ବାଇ : ମୁମ୍ବାଇର ସୁଟିଂ ସେଟରେ ଭୟଙ୍କର ଅଗ୍ନିକାଣ୍ଡ । ଗୋରେଗାଓଁ ଫିଲ୍ମ ସିଟି ସୁଟିଂରେ ସେଟରେ ଅଗ୍ନିକାଣ୍ଡ । ଟିଭି ରିୟଲିଟି ଶୋ ଅନୁପମାର ସୁଟିଂ...
ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...