The Ultimate Managed Hosting Platform
ADVERTISEMENT

ରାଜଧାନୀରେ ତଳ ମୁହାଁ ପାରଦ, ୧୨ ଡିଗ୍ରୀ ତଳେ ରାଜ୍ୟର ୧୦ ସହର

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ପୁଣି ତଳମୁହାଁ ପାରଦ । ୩ ଦିନରେ ୧.୨ ଡିଗ୍ରୀ ଖସିଲା ପାରଦ । ସକାଳ ୫.୩୦ରେ ୧୪.୮ ଡିଗ୍ରୀ ତାପମାତ୍ରା ରେକର୍ଡ । ରାଜ୍ୟରେ ଅନେକ ସ୍ଥାନରେ ପାରଦ ସ୍ୱାଭାବିକ ଠାରୁ ଆହୁରି କମ । ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ରାତି ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ କମ ରହିଛି। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବାଭାବିକ ଠାରୁ ୩ରୁ ୬ ଡିଗ୍ରୀ ଯାଏଁ କମ ରେକର୍ଡ କରାଯାଇଛି। ଆସନ୍ତା ଦୁଇ ଦିନ ଆହୁରି ତାପମାତ୍ରା କମିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login