The Ultimate Managed Hosting Platform
ADVERTISEMENT

ରାଜଧାନୀରେ ନିଶାସକ୍ତ ଯୁବତୀଙ୍କ ହଙ୍ଗାମା

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀରେ ନିଶାସକ୍ତ ଯୁବତୀଙ୍କ ହଙ୍ଗାମା । ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଏକ ବାର୍ ସାମ୍ନାରେ ହାଇଡ୍ରାମା ଦେଖିବାକୁ ମିଳିଥିଲା । ଦୀର୍ଘ ସମୟ ଧରି ଯୁବତୀ ଜଣକ ହଙ୍ଗାମା କରିଥିଲେ । ପରେ ପୋଲିସ ଓ ହର୍ ଟିମ୍ ଉଦ୍ଧାର କରି ଯୁବତୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ପ୍ରାୟ ୨ ଘଣ୍ଟା ଧରି ଚାଲିଥିଲା ଏହି ହାଇଡ୍ରାମା । ଯୁବତୀ ଜଣଙ୍କ ଏକ ସମ୍ଭ୍ରାନ୍ତ ପରିବାରର ହୋଇଥିବା ବେଳେ ଏଭଳି ଉତ୍ପାତ ସମସ୍ତଙ୍କୁ ତାଜୁବ କରିଛି । ଫାଇନ ପରେ ଯୁବତୀଙ୍କୁ ପୋଲିସ ଛାଡିଥିବା ଦେଖିବାକୁ ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ଆମେରିକା : ଆମେରିକାରେ ନୌସେନାର ଏଫ-୩୫ ଫାଇଟର ଜେଟ୍ ଦୁର୍ଘଟଣାଗ୍ରସ୍ତ । କେନ୍ଦ୍ରୀୟ କାଲିଫର୍ଣ୍ଣିଆର ନାଭାଲ ଏୟାର ଷ୍ଟେସନ ଲିମୋର ନିକଟରେ ଏହି ଦୁର୍ଘଟଣା ହୋଇଛି ।...

ADVERTISEMENT
ଆସିଲା “ସୁଭଦ୍ରା” ଦ୍ୱିତୀୟ କିସ୍ତି ଟଙ୍କା

ଜୟପୁରରୁ ସୁଭଦ୍ରା ୩ୟ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୯ ତାରିଖରେ ଜୟପୁରରୁ ସୁଭଦ୍ରା ତୃତୀୟ କିସ୍ତି ଅର୍ଥ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । କୋଟିଏରୁ ଉଦ୍ଧ୍ୱର୍ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଅର୍ଥ ।...

Login