The Ultimate Managed Hosting Platform
ADVERTISEMENT

ରାଜଧାନୀରେ ହିଟ୍ ଆଣ୍ଡ ରନ୍, ଶ୍ରମିକ ମୃତ

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀରେ ହିଟ୍ ଆଣ୍ଡ ରନ୍ ମାମଲା । ରାଜମହଲ ଛକ ଫୁଟପାଥରେ ଶୋଇଥିବା ଶ୍ରମିକ ଉପରେ ମାଡ଼ିଯାଇଛି କାର । ଦ୍ରୁତ ଗତିରେ ଗାଡ଼ି ମାଡ଼ିଯିବା ଯୋଗୁଁ ରାସ୍ତା କଡ଼ରେ ଶୋଇଥିବା ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲରେ ରଖାଯାଇଛି । ଅନ୍ୟପଟେ ଏହି ଘଟଣାରେ ମୃତ୍ୟୁ ହୋଇଥିବା ଶ୍ରମିକଙ୍କ ପରିଚୟ ମିଳିନଥିବା ବେଳେ ପରିଚୟ ପାଇଁ ମୃତକଙ୍କ ଫଟୋ ସାର୍ବଜନୀନ କରିଛି ପୋଲିସ । ଖୁବଶୀଘ୍ର ଗାଡ଼ି ଚାଳକଙ୍କୁ ଚିହ୍ନଟ କରାଯିବ ବୋଲି ଏସିପି କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login