The Ultimate Managed Hosting Platform
ADVERTISEMENT

ରାଜରେ ପଶ୍ଚିମା ଝଡ ପ୍ରଭାବରେ ୪ ଦିନ ବଢିବନି ତାତି

Facebook
Twitter
LinkedIn

ଭୁବନେଶ୍ବର: ଆସନ୍ତା ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ବଢିବନି ତାତି । ବର୍ତ୍ତମାନ ଯେତିକି ତାପମାତ୍ରା ରେକର୍ଡ ହେଉଛି ସେତିକି ମଧ୍ୟରେ ରହିବ ତାତି । ରାଜ୍ୟରେ ଏବେ ଏକ ପଶ୍ଚିମାଝଡ ସକ୍ରିୟ ଥିବାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆଜି ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଏବଂ ଦେବଗଡରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲି ସାରା ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ୭ ଏବଂ ୮ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡିକରେ ଘଡଘଡି ବିଜୁଳି ସହ ବର୍ଷା ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login