The Ultimate Managed Hosting Platform
ADVERTISEMENT

ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ EOWର ଆବେଦନ

Facebook
Twitter
LinkedIn

ଭୁବନେଶ୍ୱର : ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁର ଆବେଦନ । ୫ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ ଇଓଡବ୍ଲ୍ୟୁର ଆବେଦନ । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି କୋ-ଅପରେଟିଭ ସୋସାଇଟର ଦୁର୍ନୀତି ମାମଲାରେ ଗିରଫ ହୋଇ ବାଲେଶ୍ଵର ଜେଲରେ ଅଛନ୍ତି ରାଜା ଚକ୍ର। ଗତ ୧୩ ତାରିଖରେ ରାଜା ଚକ୍ରକୁ ଗିରଫ କରିଥିଲା ଇଓଡବ୍ଲୁ । ବେଶ କିଛି ବର୍ଷ ଧରି ବିଜେଡି ଛତ୍ର ଛାୟାରେ କଳାସାମ୍ରାଜ୍ୟ ବିଛାଇଥିଲା ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ହେରଫେର ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ରାଜା । ହାଇକୋର୍ଟ ତାଙ୍କ ଆଗୁଆ ଜାମିନକୁ ଖାରଜ କରିଦେଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login