The Ultimate Managed Hosting Platform
ADVERTISEMENT

ରାଜା ଚକ୍ରଙ୍କ ଜାମିନ ଖାରଜ

Facebook
Twitter
LinkedIn

କେନ୍ଦୁଝର : କେନ୍ଦୁଝର ଏସଡିଜେଏମ କୋର୍ଟରେ ରାଜା ଚକ୍ରଙ୍କ ଜାମିନ ଖାରଜ । ବିଜେଡି ନେତା ରାଜା ଚକ୍ର ଓ ୨ ସହ ଯୋଗୀଙ୍କ ଜାମିନ ଖାରଜ । ସଦର ଥାନାରେ ରୁଜୁ ଏକ ମାମଲାରେ ଜାମିନ ଖାରଜ । ଜାମିନ ଖାରଜ ପରେ ପୁଣି ଜେଲ ଫେରିଲେ ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିର ଅର୍ଥ ଅନିୟମିତତା ନେଇ ଏପ୍ରିଲ-୨୦୨୫ରେ ଲୋଡିଂ ଏଜେନ୍ସିର ସଦସ୍ୟ ସୁଶାନ୍ତ ବାରିକ ସଦର ଥାନାରେ ଏକ ଅଭିଯୋଗ କରିଥିଲେ । ଏହାକୁ ନେଇ ସଦର ଥାନା ପକ୍ଷରୁ ୧୮୪/୨୫ କେସ୍ ନମ୍ବରରେ ଏକ ମାମଲା ରୁଜୁ ହୋଇଥିଲା । ପରେ ଏହି ମାମଲାଟିକୁ ସିଆଇଡି – ସିବିକୁ ହସ୍ତାନ୍ତର ହୋଇଥିଲା । ସେପଟେ EOW ପଞ୍ଝାରେ ଫସିଥିଲେ ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଅର୍ଥ ହେରଫେର୍ ମାମଲାରେ ବାଲେଶ୍ବର ଜେଲ୍ରେ ଅଛନ୍ତି ରାଜା ଚକ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login