ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୯୫ ଜଣଙ୍କ କୋଭିଡ ପରୀକ୍ଷା ହୋଇଥିଲା । ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସକ୍ରିୟ କରୋନା ରୋଗୀ ସଂଖ୍ୟା ୨୪କୁ ବୃଦ୍ଧି । ଏ ନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିଦେ୍ର୍ଦଶକ ନିରଞ୍ଜନ ମିଶ୍ର ।
Views: 102











