The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୪୩ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୪୨୧ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେବାଲେଶ୍ୱର ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୪୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୮୧୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୪୫୧୦୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login