The Ultimate Managed Hosting Platform
ADVERTISEMENT

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୋନିଆ ଗାନ୍ଧୀ

Facebook
Twitter
LinkedIn

ନୂଆଦିଲ୍ଲୀ : କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରାଜ୍ୟସଭା ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି । ନାମାଙ୍କନପତ୍ର ଦାଖଲ ସମୟରେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଉପସ୍ଥିତ ରହିଥିଲେ । ସେହିଭଳି କଂଗ୍ରେସର ବରିଷ୍ଠ ନେତା ମଧ୍ୟ ଏହି ନାମାଙ୍କନପତ୍ର ଦାଖଲ ବେଳେ ସାଥୀରେ ରହିଥିଲେ । ସୋନିଆ ଗାନ୍ଧୀ ନାମାଙ୍କନପତ୍ର ଦାଖଲ କରିବା ପରେ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଛନ୍ତି, ପ୍ରଧାନମନ୍ତ୍ରୀ ପଦ ତ୍ୟାଗ କରିଥିବା ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ଦଳ ରାଜସ୍ଥାନରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଥିବାରୁ ଏହାକୁ ସ୍ୱାଗତ କରୁଛି । ରାଜସ୍ଥାନ ସହ ସୋନିଆଙ୍କ ସର୍ମ୍ପକ ବେଶ ଭଲ । ଯେତେବେଳେ ରାଜୀବ ଗାନ୍ଧୀ ପ୍ରଧାନମନ୍ତ୍ରୀ ଥିଲେ ସେତେବେଳେ ସୋନିଆ ଗାନ୍ଧୀ ତାଙ୍କ ସହ ଆଦିବାସୀ ବହୁଳ ଜିଲ୍ଲା ଗସ୍ତରେ ଆସିଥିଲେ । ତାଙ୍କୁ ରାଜସ୍ଥାନରୁ ପ୍ରାର୍ଥୀ ଭାବେ ଘୋଷଣା ପରେ ପୂରା ରାଜ୍ୟରେ ଖୁସିରେ ଲହରୀ ଖେଳିଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login