ନୂଆଦିଲ୍ଲୀ : ରାମନବମୀରେ ରେଳସେତୁ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ । ନୂତନ ପମ୍ବନ ରେଳସେତୁ ଲୋକାର୍ପଣ ହେବ। ତାମିଲନାଡୁରେ ରେଳସେତୁର ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ । ସେତୁରେ ରେଳ ମାର୍ଗ ସହିତ ଜାହାଜ ଚଳାଚଳର ମଧ୍ୟ ବ୍ୟବସ୍ଥା ରହିଛି । ରାମେଶ୍ବରମ-ତାମ୍ବରମ ନୂତନ ରେଳ ସେବାର ମଧ୍ୟ ଶୁଭାରମ୍ଭ ହେବ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ରାମନବମୀ ଅବସରରେ ତାମିଲନାଡୁର୍ ନବନିର୍ମିତ ପମ୍ବନ ରେଳସେତୁର ଲୋକର୍ପଣ କରିବେ । ଏହା ଭାରତର ପ୍ରଥମ ଭୂଲମ୍ବ ଲିଫ୍ଟ ସମୁଦ୍ର ସେତୁ । ଯାହା ୫୫୦ କୋଟି ଟଙ୍କାର ମୂଲ୍ୟରେ ନିର୍ମାଣ କରାଯାଇଛି । ଏହି ସେତୁରେ ରେଳ ମାର୍ଗ ସହ ଜାହାଜ ଚଳାଚଳର ବ୍ୟବସ୍ଥାକୁ ମଧ୍ୟ ରଖାଯାଇଛି । ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ତାମିଲନାଡ଼ୁରେ ୮ହଜାର ୩୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ଏବଂ ସଡ଼ ପ୍ରକଳ୍ପର ଶିଳାନ୍ୟାସ କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି । ନୂତନ ପମ୍ବନ ରେଳସେତୁର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀ ରାମେଶ୍ବରମ-ତାମ୍ବରମ ନୂତନ ରେଳ ସେବାର ମଧ୍ୟ ଶୁଭାରମ୍ଭ କରିବେ।
ରାମନବମୀରେ ରେଳସେତୁ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











