The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରାଷ୍ଟ୍ରପତି ଅନ୍ଧାରରେ ଭାଷଣ ଦେବା ଘଟଣା , ଜଣେ ନିଲମ୍ବିତ

Facebook
Twitter
LinkedIn


ଭୁବନେଶ୍ୱର : ରାଷ୍ଟ୍ରପତି ଅନ୍ଧାରରେ ଭାଷଣ ଦେବା ଘଟଣାରେ ଜଣେ ନିଲମ୍ବିତ । ବିଶ୍ୱ ବିଦ୍ୟାଳୟର ଜଣେ ବିଦ୍ୟୁତ କର୍ମଚାରୀ ନିଲମ୍ବିତ । ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ ହୋଇଥିବା କହିଲେ କୁଳପତି । କମିଟି ରିପୋର୍ଟ ଦାଖଲ ପରେ କାର୍ଯ୍ୟାନୁଷ୍ଠାନ ହେବ କହିଲେ କୁଳପତି । ରାଷ୍ଟ୍ରପତିଙ୍କ ଭାଷଣ ଅନ୍ଧାର ନେଇ କ୍ଷମା ମାଗିଲେ କୁଳପତି । ମହାରାଜା ଶ୍ରୀ ରାମ ଚନ୍ଦ୍ର ଭଞ୍ଜଦେଓ କଲେଜର କୁଳପତି ପ୍ରଫେସର ସନ୍ତୋଷ ତ୍ରିପାଠୀ କ୍ଷମା ମାଗିଲେ । ଏଭଳି ତ୍ରୁଟି ପାଇଁ ମୁଁ ନିଜେ ନିଜକୁ ଦାୟୀ କରୁଛି । ବିରଡିଂ ଇଡକୋ ତିଆରି କରିଥିଲା , ଜେନେରେଟର ବି ସଜାଡିଥିଲା । ଡେଡିକେଟେଡ ଜେନେରେଟର ଥିଲା ସେଇଟା ବି କାମ ଦେଲାନି । ଆମକୁ ଏଥିପାଇଁ ଲଜ୍ଜିତ ହେବାକୁ ପଡିଲା , ଦୁଃଖ ପ୍ରକାଶ କରୁଛି । ମୁଁ ଦାୟିତ୍ୱ ମୁଣ୍ଡରୁ ଖସାଇବା ଲୋକ ନୁହେଁ ,ମୁଁ କ୍ଷମା ପ୍ରାର୍ଥନା କରୁଛି । ସେପଟେ ବିଦ୍ୟୁତ ବିଭ୍ରାଟକୁ ନେଇ କେନ୍ଦ୍ରାଞ୍ଚଳ ଆରଡିସି କହିଛନ୍ତି କି ତଦନ୍ତ ପରେ କାରଣ ଜଣାପଡିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login