The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରାସ୍ତା ତଳକୁ ଖସିଲା ଯାତ୍ରୀବାହୀ ବସ

Facebook
Twitter
LinkedIn

ଭଦ୍ରକ: ରାସ୍ତା ତଳ ଖାତକୁ ଯାତ୍ରାବାହୀ ବସ । ଦୁର୍ଘଟଣାରେ ୨୦ରୁ ଅଧିକ ଆହତ । ଭଦ୍ରକ ଜିଲ୍ଲା କୁପାରୀ-ରାଣୀତାଲ ରାସ୍ତାର ଗୋପାଳ ଛକ ନିକଟରେ ବସ ଦୁର୍ଘଟଣା ଘଟିଛି । ସ୍ଥାନୀୟ ଲୋକେ ତୁରନ୍ତ ଘଟଣା ସ୍ଥଳରେ ପହଁଚି ଗୁରୁତରଙ୍କୁ ଉଦ୍ଧାର କରି ପ୍ରଥମେ ଆମ୍ବୁଲାନ୍ସ ଯୋଗେ ରାଣୀତାଲ ମେଡିକାଲରେ ଭର୍ତ୍ତି କରିଛନ୍ତି । ସେମାନଙ୍କ ମଧ୍ୟରୁ ଗୁରୁତରଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଆଜି ଉଦଳାରୁ ଭଦ୍ରକ ଅଭିମୁଖେ ରଘୁନାଥ ବସ ଦ୍ରୁତ ଗତିରେ ଆସୁଥିବା ବେଳେ ହଠାତ ଭାରସାମ୍ୟ ହରାଇ ଓଲଟି ଖସି ପଡିଥିଲା । ଘଟଣାସ୍ଥଳରେ ପହଁଚି ପୋଲିସ ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login