The Ultimate Managed Hosting Platform
ADVERTISEMENT

ରାସ୍ତା ମଝିରେ ଜଳିଗଲା ହାଇୱା

Facebook
Twitter
LinkedIn

ଘଟଗାଁ : ରାସ୍ତା ମଝିରେ ହୁହୁ ହୋଇ ଜଳିଗଲା ହାଇୱା । କେନ୍ଦୁଝର ହରିଚନ୍ଦନପୁର ଥାନା ଅନ୍ତର୍ଗତ ଟାଙ୍ଗରିଆପାଳ ଗାଁ ନିକଟରେ ଏକ ହାଇୱାରେ ନିଆଁ ଲାଗିଯାଇଥିଲା । ହାଇୱାଟି ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ଗାଡିଟି ଯାଜପୁର ଜିଲ୍ଲାରୁ ହରିଚନ୍ଦନପୁର ଅଭିମୁଖେ ଯାଉଥିବା ବେଳେ ହଠାତ୍ ନିଆଁ ଲାଗିଯାଇଥିଲା । ତେବେ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର । ଖବରପାଇ ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login