The Ultimate Managed Hosting Platform
ADVERTISEMENT

ରିଲିଜ ହୋଇଛି “ସିକନ୍ଦର” ଟିଜର, ଇଦରେ ମୁକ୍ତିଲାଭ କରିବ

Facebook
Twitter
LinkedIn

ମୁମ୍ବାଇ : ବଲିଉଡର ଦବଙ୍ଗ ଷ୍ଟାର ସଲମାନ ଖାନଙ୍କ ବହୁ ପ୍ରତୀକ୍ଷିତ ସିନେମା ‘ସିକନ୍ଦର’କୁ ନେଇ ପ୍ରଶଂସକଙ୍କ ମଧ୍ୟରେ ବହୁତ ଚର୍ଚ୍ଚା ଚାଲିଛି। ସଲମାନ ଖାନ କିଛି ମାସର ବ୍ୟବଧାନ ପରେ ‘ସିକନ୍ଦର’ ସହିତ ବଡ଼ ପରଦାକୁ ଫେରିବେ। ଆଜି ଫିଲ୍ମର ଟିଜର୍ ରିଲିଜ୍ କରାଯାଇଛି। ଫିଲ୍ମଟି ଚଳିତ ବର୍ଷ ଇଦରେ ରିଲିଜ୍ ହେବ। ଏହା ସହ ଫିଲ୍ମ ରିଲିଜ୍ ହେବା ପୂର୍ବରୁ, ନିର୍ମାତା ‘ସିକନ୍ଦର’ରେ ସଲମାନ ଖାନଙ୍କର ଥିବା ନୂଆ ଆକ୍ସନର ଝଲକ ଦେଖାଇଛନ୍ତି, ଯାହା ପ୍ରଶଂସକଙ୍କ ଉତ୍ସାହକୁ ବଢ଼ାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login