ନୂଆଦିଲ୍ଲୀ ; ମିଆଁମାରକୁ ରିଲିଫ ସାମଗ୍ରୀ ପଠାଇଲା ଭାରତ । ବାୟୁସେନା ବିମାନ ଯୋଗେ ୧୫ ଟନ ରିଲିଫ ସାମଗ୍ରୀ ପଠାଇଲା ଭାରତ । ଟେଣ୍ଟ, ସ୍ଲିପିଂ ବ୍ୟାଗ, ବ୍ଲାଙ୍କେଟ, ସୋଲାର ଲ୍ୟାମ୍ଫ ପଠାଇଲା । ଆବଶ୍ୟକତା ଔଷଧୀୟ ସହ ଜେନେରେଟର ସେଟ ପଠାଇଲା । ମିଆଁମାର କ୍ଷୟକ୍ଷତି ଉପରେ ନଜର ରଖିଛି ଭାରତ ।ସେହିପରି ଗତକାଲି ମିଆଁମାର ଓ ଥାଇଲାଣ୍ଡରେ ବଡ଼ ଧରଣର ଭୂକମ୍ପ ଯୋଗୁଁ ବ୍ୟାପକ ଧନଜୀବନ କ୍ଷତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍ବେଗ ପ୍ରକାଶ କରିବା ସହ ଉଭୟ ରାଷ୍ଟ୍ରକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରସ୍ତୁତ ଥିବା ଘୋଷଣା କରିଥିଲେ । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଭାରତରେ କର୍ତ୍ତୃପକ୍ଷ ଏ ଦିଗରେ ପ୍ରସ୍ତୁତ ଅଛନ୍ତି ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ ସମ୍ପୃକ୍ତ ସରକାରଙ୍କ ସହ ଯୋଗାଯୋଗରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ମ୍ୟାମାର ଓ ଥାଇଲାଣ୍ଡ୍ରେ ଭୂମିକମ୍ପ ପରେ ପରିସ୍ଥିତି ଉପରେ ଭାରତ ଅହରହ ନଜର ରଖିଛି । ସମସ୍ତଙ୍କ ସୁରକ୍ଷା ଓ କଲ୍ୟାଣକୁ ପ୍ରାଥମିକତା ଦେଇ ଜରୁରୀ ସହାୟତା ନିମନ୍ତେ ପଦକ୍ଷେପ ଆରମ୍ଭ ହୋଇଯାଇଛି ।
ମିଆଁମାରକୁ ରିଲିଫ ସାମଗ୍ରୀ ପଠାଇଲା ଭାରତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











